Breaking newsଦେଶ ବିଦେଶମୁଖ୍ୟ ଖବରରାଜ୍ୟ ଓଡ଼ିଶାର ଅଙ୍ଗନୱାଡ଼ି ଦିଦିଙ୍କୁ କେନ୍ଦ୍ର ସରକାର ମୋଟ ୮୧୧୬୫ଟି ସ୍ମାର୍ଟଫୋନ୍ thefocusplusMarch 17, 2022 ଯୋଗାଇ ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ପୋଷଣ ଅଭିଯାନ ଅନ୍ତର୍ଗତ ଅଙ୍ଗନୱାଡ଼ି କର୍ମୀଙ୍କୁ ଡିଜିଟାଲ ସଶକ୍ତିକରଣ କରିବା ସହ ପିଲାମାନଙ୍କର ସ୍ୱାସ୍ଥ୍ୟ ଅଭିବୃଦ୍ଧି ଉପରେ ନଜର ରଖିବାକୁ ଏହି ସ୍ମାର୍ଟଫୋନ୍ ଯୋଗାଇ ଦିଆଯାଇଛି।
୬ ମାସ ପାଇଁ ବନ୍ଦ ହେଲା କେଦାରନାଥ ମନ୍ଦିର ଦ୍ୱାର!! ଡେରାଡୁନ: ଶୀତକାଳୀନ ପାଇଁ ପ୍ରଥମେ ଗଙ୍ଗୋତ୍ରୀ ଧାମର ଦ୍ବାର ଓ ଏହାର ଦିନକ ପରେ ଯମୁନୋତ୍ରୀ ଧାମର ଦ୍ବାର ବନ୍ଦ ହୋଇଥିବାବେଳେ, ଭାଇଦୁଜ ଅବସରରେ ବୁଧବାର ବାବା…
ପ୍ରେମ ପଡ଼ିଲା ମହଙ୍ଗା; ପ୍ରେମିକାକୁ ଦେଖା କରିବାକୁ ଯାଇ ଦେଲେ ଜୋରିମାନା ଫୋକସ ପ୍ଲସ 22/3/23(ବ୍ୟୁରୋ): ରାଇଘର ଅଞ୍ଚଳ ରେ ପୁଣି କଙ୍ଗାରୁ କୋର୍ଟ ରେ ନିସ୍ତୁକ ମାଡ଼। ପ୍ରେମ ପାଇଁ ଯୁବକ ଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼…
ପୁଅ ଟାଙ୍ଗିଆ ଚୋଟରେ ବାପା ମୃତ୍ୟୁ ଫୋକସ ପ୍ଲସ 6/3/2023(ଯାଜପୁର): ଚମ୍ପାଝର ଗ୍ରାମରେ ପୁଅ ଟାଙ୍ଗିଆ ଚୋଟରେ ବାପା ମୃତ୍ୟୁ ଓ ସାବତ ମାକୁ ଧର୍ଷଣ କଲା ସାବତ ପୁଅ । ଯାଜପୁର ଟମକା…