ଆତ୍ମହତ୍ୟା କଲେ ଅଭିନେତା ରାଇମୋହନ ପରିଡା

ଫୋକସ ପ୍ଲସ (ବ୍ୟୁରୋ)୨୪/୦୬/୨୦୨୨: ଆତ୍ମହତ୍ୟା କଲେ ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ତାଙ୍କ ବାସଭବନରୁ ରାଇମୋହନଙ୍କ ଝୁଲନ୍ତା ମୃତଦେହ ଠାବ କରାଯାଇଛି। କାହିଁକି ଆତ୍ମହତ୍ୟା କଲେ ତାହା ଜଣାପଡ଼ିନି। ଓଲିଉଡର ଲୋକପ୍ରିୟ ଅଭିନେତା ଭାବେ ରାଇମୋହନ ବେଶ୍‌ ଜଣାଶୁଣା। ଯାତ୍ରା ଜଗତରେ ବି ସେ ବେଶ୍‌ ପରିଚିତ ଥିଲେ। ଖଳ ଚରିତ୍ରରେ ତାଙ୍କ ଅଭିନୟ ଥିଲା ବେଶ ଚମତ୍କାର। ଆଉଥରେ କହି ରଖୁଛୁ, ଆତ୍ମହତ୍ୟା କଲେ ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ତାଙ୍କ ବାସଭବନରୁ ରାଇମୋହନଙ୍କ ଝୁଲନ୍ତା ମୃତଦେହ ଠାବ କରାଯାଇଛି। କାହିଁକି ଆତ୍ମହତ୍ୟା କଲେ ତାହା ଜଣାପଡ଼ିନି। ଓଲିଉଡର ଲୋକପ୍ରିୟ ଅଭିନେତା ଭାବେ ରାଇମୋହନ ବେଶ୍‌ ଜଣାଶୁଣା। ଯାତ୍ରା ଜଗତରେ ବି ସେ ବେଶ୍‌ ପରିଚିତ ଥିଲେ। ଖଳ ଚରିତ୍ରରେ ତାଙ୍କ ଅଭିନୟ ଥିଲା ବେଶ ଚମତ୍କାର।

 

ବ୍ୟୁରୋ ରିପୋର୍ଟ ଫୋକସ ପ୍ଲସ |

Leave a Reply

Your email address will not be published. Required fields are marked *