କାଲି ଶ୍ରୀମନ୍ଦିରରେ ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଚିତାଲାଗି ନୀତି
ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥଙ୍କ ଦର୍ଶନ
ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବାରୁ ଦର୍ଶନ ବନ୍ଦ
ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ନୀତି ହେବ
କାଲି ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
ଆସନ୍ତା କାଲି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ
