ଆସନ୍ତା ୨ ତାରିଖରୁ ସାରା ରାଜ୍ୟରେ ଶୀତ ଅନୁଭୂତ ହେବ । ଅନ୍ୟପଟେ ରାଜ୍ୟକୁ ବହୁଛି ଉତ୍ତରା ଶୁଷ୍କ ଥଣ୍ଡା ପବନ । ଯାହାର ପ୍ରଭାବରେ ଆସନ୍ତାକାଲିଠୁ ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ୧ ରୁ ୨ ଡିଗ୍ରୀ ରାତ୍ରି ତାପମାତ୍ରା କମିବ
ଆସନ୍ତା ୨ ତାରିଖରୁ ସାରା ରାଜ୍ୟରେ ଶୀତ ଅନୁଭୂତ ହେବ ।
