ଆସନ୍ତା ୭ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ସୂଚନାଯୋଗ୍ୟ, ଜୁନ୍ ୩୦ ତାରିଖ ପାଇଁ ପୂର୍ବରୁ ପଞ୍ଜୀକରଣ କରିଥିବା ଆବେଦନକାରୀ ସେମାନଙ୍କ ପ୍ରାପ୍ତି ସ୍ୱୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ଆବେଦନ ପତ୍ର ସହ ନିର୍ଦ୍ଧାରିତ  ୟୁନିଟ୍-୨, ଅଶୋକନଗର, ଭୁବନେଶ୍ୱରସ୍ଥିତ ସରକାରୀ ପ୍ରାଥମିକ  ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ଠାରେ ଜନ ଶୁଣାଣି ପାଇଁ ଉପସ୍ଥିତ ରହିବେ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି

Leave a Reply

Your email address will not be published. Required fields are marked *