ରାଜଧାନୀରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୮ ତାରିଖ ରାତି ୮ଟାରେ ବିମାନବନ୍ଦରରେ ଅବତରଣ କରିବେ। ୯ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବେ।
ଆସନ୍ତା ୮ ତାରିଖ ଭୁବନେଶ୍ୱର ଆସିବେ ମୋଦି।
