ପାଣିପାଗ ସୂଚନା ଆସିଲା ଦିନ ସାଢ଼େ ୧୧ଟାର ତାପମାତ୍ରା Sukanta NayakMarch 18, 2025 ଆସିଲା ଦିନ ସାଢ଼େ ୧୧ଟାର ତାପମାତ୍ରାଆଜି ଦିନ ସାଢ଼େ ୧୧ ଟା ସୁଦ୍ଧା ୩୬.୮ ଡିଗ୍ରୀ ରେକର୍ଡସମ୍ବଲପୁରରେ ସର୍ବାଧିକ ୩୬.୮ ଡିଗ୍ରୀ ରେକର୍ଡହୀରାକୁଦ-୩୬, ଝାରସୁଗୁଡା- ୩୫.୪ ଡିଗ୍ରୀ, ରାଉରକେଲା-୩୩.୬ଭୁବନେଶ୍ବର-୩୨.୪, କେନ୍ଦୁଝର-୩୨.୧ ଡିଗ୍ରୀ ରେକର୍ଡ
୨୯ ଯାଏଁ ପ୍ରବଳ ବର୍ଷିବ ଭୁବନେଶ୍ୱର : ବଡ଼ ବର୍ଷା ସହ ଆସୁଛି ଲଘୁଚାପ । ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତା ୨୯ ତାରିଖ ଯାଏ ରାଜ୍ୟରେ ପ୍ରବଳ…
ସମ୍ଭାବ୍ୟ ବାତ୍ୟାକୁ ନେଇ ବିଏମସିର ପ୍ରସ୍ତୁତି ଫୋକସ ପ୍ଲସ 3/5/23 (ବ୍ୟୁରୋ):ସମ୍ଭାବ୍ୟ ବାତ୍ୟାକୁ ନେଇ ଭୁବନେଶ୍ୱର ମହାନଗର ନିଗମର ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ଯୋଗ ଦେବେ ବିଦ୍ୟୁତ ବିଭାଗ, ଅଗ୍ନିଶମ…
ବାତ୍ୟା ‘ମନ୍ଥା’:ଓଡ଼ିଶା ପାଇଁ ଟଳିଗଲା ବିପଦ। ଭୁବନେଶ୍ବର: ଓଡ଼ିଶା ପାଇଁ ଟଳିଗଲା ବିପଦ। ଏପରିକି ଆନ୍ଧ୍ରପ୍ରଦେଶରେ ମଧ୍ୟ ସାମୁଦ୍ରିକ ଝଡ଼ ‘ମନ୍ଥା’ର ସେଭଳି ଗୁରୁତର ପ୍ରଭାବ ଦେଖିବାକୁ ମିଳିନାହିଁ। ବାତ୍ୟାର ଆଖି ନଥିବାରୁ ବଙ୍ଗୋପସାଗରରେ…