ଓଡ଼ିଆ ସିନେମା ଜଗତର ବର୍ଷୀୟାନ କଳାକାର ଜୟୀରାମ ସାମଲଙ୍କୁ ସମ୍ମାନିତ କରାଯାଇଛି।

ଓଡ଼ିଆ ସିନେମା ଜଗତର ବର୍ଷୀୟାନ କଳାକାର ଜୟୀରାମ ସାମଲଙ୍କୁ ସମ୍ମାନିତ କରାଯାଇଛି। ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଓଡ଼ିଆ ସିନେମାକୁ ନୂଆ ପରିଚୟ ଦେଇଥିବା କିମ୍ବଦନ୍ତୀ ଅଭିନେତାଙ୍କୁ ସମ୍ମାନ ପ୍ରଦାନ କରାଯାଇଛି ।  ଓଡ଼ିଆ ସିନେମାର ସର୍ବଶ୍ରେଷ୍ଠ ହାସ୍ୟ ଅଭିନେତା ଜୟୀରାମ ସାମଲଙ୍କୁ ଜୀବନବ୍ୟାପୀ ସାଧନା ପାଇଁ ପୁରସ୍କୃତ କରାଯାଇଛି ।

Leave a Reply

Your email address will not be published. Required fields are marked *