ଓଡ଼ିଶାର ଆଉ ୪ ଜିଲ୍ଲାରେ ଖୋଲିବ ନୂଆ ମେଡିକାଲ କଲେଜ।

ଭଦ୍ରକ, ଜଗତସିଂହପୁର, ଢେଙ୍କାନାଳ ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରତିଷ୍ଠା ହେବ ନୂଆ ମେଡିକାଲ କଲେଜ। ୪ ଟି ନୂଆ ମେଡିକାଲ କଲେଜ୍ ପ୍ରତିଷ୍ଠା ପାଇଁ ଚଳିତ ବର୍ଷ ବଜେଟରେ ହୋଇଛି ବ୍ୟୟ ବରାଦ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Leave a Reply

Your email address will not be published. Required fields are marked *