କଟକରେ କ୍ୟାମ୍ପ୍‌ କରି ରହିବାକୁ ଡିଜିପିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ସେପଟେ ଇଣ୍ଟରନେଟ୍ ସେବା ଠପ୍।

କଟକ ସହରରେ ସୋସିଆଲ୍ ମିଡିଆ ଉପରେ କଟକଣା
-ଆଜି ସଂଧ୍ୟା ୭ଟାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ କଟକଣା
-ହ୍ବାଟ୍‌ସ ଆପ୍, ଫେସ୍‌ବୁକ୍‌, ଇନ୍‌ଷ୍ଟାଗ୍ରାମ୍‌, ସ୍ନାପ୍‌ଚାଟ୍ ଆଦି ୨୪ ଘଣ୍ଟା ପାଇଁ ବନ୍ଦ
-ମୋବାଇଲ୍ ଇଣ୍ଟରନେଟ୍ ବାତିଲ୍ ନେଇ ଗୃହ ବିଭାଗ ପକ୍ଷରୁ ସୂଚନା

Leave a Reply

Your email address will not be published. Required fields are marked *