ସମ୍ୱଲପୁର ଜିଲ୍ଲା ଜମନକିରା ଥାନା ୫୩ ନମ୍ବର ଜାତୀୟର କଦଳୀପାଳ ନିକଟରେ ଘଟିଥିଲା ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। କଣ୍ଟେନର ଚାଳକ ରେହେମାନ ଖାନା ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଖଳାସୀ ଗୁରୁତର ଆହତ ହୋଇଛି। ତାଙ୍କୁ ଉଦ୍ଧାର କରାଯାଇ ସମ୍ୱଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
କଣ୍ଟେନର ଡ୍ରାଇଭର୍ ଜୀବନ୍ତ ଦଗ୍ଧ, ହେଲପର୍ ଗୁରୁତର
