ସ୍ବାସ୍ଥ୍ୟ କ୍ଷେତ୍ରରେ ଆଉ ଏକ ପାଦ ଆଗେଇବ ଓଡ଼ିଶା
କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହେବ MoU
ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ନେଇ MoU
କାଲି ଦିଲ୍ଲୀ ବିଜ୍ଞାନ ଭବନରେ ହେବ ଚୁକ୍ତିନାମା ସ୍ବାକ୍ଷର
ରାଷ୍ଟ୍ରପତି ଭବନରେ ଥିବା କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେବେ CM
କାଲିଠୁ 2 ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
