ସମ୍ଭାବ୍ୟ ଭାରତ: ରୋହିତ ଶର୍ମା (ଅଧିନାୟକ), ଶୁବମନ ଗିଲ୍, ବିରାଟ କୋହଲି, ଶ୍ରେୟସ୍ ଆୟର, କେଏଲ୍ ରାହୁଲ, ହାର୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ରବୀନ୍ଦ୍ର ଜାଡ଼େଜା, କୁଲଦୀପ ୟାଦବ, ମହମ୍ମଦ ସାମି, ଅର୍ଶଦୀପ ସିଂହ।
ସମ୍ଭାବ୍ୟ ବାଂଲାଦେଶ: ନଜମୁଲ ହୁସେନ ସାଣ୍ଟୋ (ଅଧିନାୟକ), ସୌମ୍ୟ ସରକାର, ତଂଜିଦ ହାସନ, ମୁସ୍ଫିକର ରହିମ, ମହମଦୁଲ୍ଲା, ଜାକିର ଅଲୀ ଆନିକ, ମେହିଦି ହାସନ ମିରାଜ, ରିସଦ ହୁସେନ, ତସ୍କିନ ଅହମଦ, ମୁସ୍ତାଫିଜୁର ରହମାନ, ନାହିଦ ରାଣା।