ଛତିଶଗଡ଼ ନାରାୟଣପୁରଠାରେ ୨୨ ମାଓବାଦୀଙ୍କ ଆତ୍ମସମର୍ପଣ

ଛତିଶଗଡ଼ ନାରାୟଣପୁରଠାରେ ୨୨ ମାଓବାଦୀଙ୍କ ଆତ୍ମସମର୍ପଣ

  • ସେମାନଙ୍କ ମଧ୍ଯରେ ୮ ଜଣ ମହିଳା ଥିବା ସୂଚନା
  • ୨୨ ମାଓବାଦୀଙ୍କ ନାଁରେ ୩୭ ଲକ୍ଷ ଟଙ୍କାର ପୁରସ୍କାର ଥିଲା
  • ଅବୁଝମାଡ଼ ଡିଭିଜନର ଡିସିଏମ, ଏସିଏମ, ପାର୍ଟି ମେମ୍ବର ଭାବେ ସକ୍ରିୟ ଥିଲେ
  • ନାରାୟଣପୁର ଏସପିଙ୍କ ଉପସ୍ଥିତିରେ ଆତ୍ମସମର୍ପଣ
  • ସମସ୍ତଙ୍କୁ ୫୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି

Leave a Reply

Your email address will not be published. Required fields are marked *