ଦଶମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର

ଆଜିଠୁ ବିହାରରେ ପୁଣି ନୀତୀଶ ଯୁଗ
-ଦଶମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର
-ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ
-ପାଟନା ଗାନ୍ଧୀ ମୈଦାନରେ ଭବ୍ୟ ଶପଥ ଗ୍ରହଣ ସମାରୋହ
-ସମାରୋହରେ ପ୍ରଧାନମନ୍ତ୍ରୀ ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଉପସ୍ଥିତ
-ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ

Leave a Reply

Your email address will not be published. Required fields are marked *