ନବୀନ ପଟ୍ଟନାୟକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି
ହସ୍ପିଟାଲରେ ଚିକିତ୍ସାଧୀନ ନବୀନଙ୍କ ସହ କଥା ହେଲେ ମୋଦି
ନବୀନଙ୍କୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଲେ ମୋଦି
ଫୋନ୍ରେ ନବୀନଙ୍କର ଆଶୁ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ
ନବୀନଙ୍କୁ କିଛି ସମୟ ବିଶ୍ରାମ ନେବାକୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
ସୁସ୍ଥ ହେବା ପରେ ଦିଲ୍ଲୀ ଆସିଲେ ଦେଖା ହେବାକୁ କହିଲେ ମୋଦି
ନବୀନଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝି ମୋଦି, କହିଲେ….
