ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସ ଅଟକ
ଛତିଶଗଡ଼ ମହାସମୁଦ୍ ଜିଲ୍ଲା ସରେଇପାଲି ଥାନାରେ ଅଟକ
ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଟକ
ଆଜି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ରହିଛି
ପୋଲିସଙ୍କ କାର୍ଯ୍ୟାନୁଷ୍ଠାନ ବେଆଇନ କହିଲେ ବିଶାଲ ଦାସ
ନବ ଦାସଙ୍କ ପୁଅ ବିଶାଲ ଦାସ ଥାନାରେ ଅଟକ
