ପାଇଖାନା ଟାଙ୍କିରେ କାମ କରୁଥିବା ବେଳେ ଶ୍ବାସରୁଦ୍ଧ ହୋଇ ମୃତ

ନବରଙ୍ଗପୁର: ନନ୍ଦାହାଣ୍ଡିର ପଡ଼ାଲଗୁଡ଼ାରେ 4 ଶ୍ରମିକଙ୍କ ମୃତ୍ୟୁ
ପାଇଖାନା ଟାଙ୍କିରେ କାମ କରୁଥିବା ବେଳେ ଶ୍ବାସରୁଦ୍ଧ ହୋଇ ମୃତ
4 ମୃତକ- ଏମ ସନ୍ତୁ, ଅମିର ଖୁରା, ତ୍ରିଲୋଚନ ଭତ୍ରା ଓ ଲାଲୁ ରଣା କାମରା
ଟାଙ୍କିରୁ ଶ୍ରମିକଙ୍କୁ ଉଦ୍ଧାର କରି ମେଡିକାଲ ପଠାଇଥିଲା ଅଗ୍ନିଶମ ବାହିନୀ
ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି

Leave a Reply

Your email address will not be published. Required fields are marked *