accident ପିକ୍ ଅପ୍ ଦୁର୍ଘଟଣା ଗ୍ରସ୍ତ, ୨ମୃତ ଓ ୨୫ ଆହତ Sukanta NayakMay 23, 2025 ସୁବର୍ଣ୍ଣପୁର: NH ୫୭ ହରଡ଼ଖୋଲ ଛକରେ ଦୁର୍ଘଟଣାଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ପିକ୍ଅପ୍ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ, ୨୫ ଆହତସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତିବରଗଡ଼ରୁ ବାହାଘର ପାଇଁ ବୌଦ୍ଧ ମନମୁଣ୍ଡା ଯାଉଥିଲେ
ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଙ୍ଗମଣ୍ଡା ଗାଁରେ ଗୁଳିକାଣ୍ଡ । ଭାଇ ଭଉଣୀଙ୍କୁ ଗୁଳିମାଡ଼ । ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଙ୍ଗ ମଣ୍ଡା ଗାଁରେ ଏହି ଗୁଳିକାଣ୍ଡ ଘଟିଛି । ବିଳମ୍ୱିତ ରାତିରେ ଘର ବାରଣ୍ଡାରେ ଶୋଇଥିବା…
କଣ୍ଟେନରକୁ ଧକ୍କା ଦେଲା ସ୍କର୍ପିଓ :ଜଣେ ମୃତ,୪ ଗୁରୁତର BREAKINGNEWSକଣ୍ଟେନରକୁ ଧକ୍କା ଦେଲା ସ୍କର୍ପିଓ :ଜଣେ ମୃତ,୪ ଗୁରୁତର ଯାହା ବର୍ତ୍ତମାନ ସମୟରେ ଏକ ବଡ଼ ଖବର ହସ୍ତଗତ ହୋଇଛି….କଟକ-ସମ୍ବଲପୁର ଜାତୀୟ ରାଜପଥ ୫୫ କିଶୋନନଗର ଥାନା,…
ଦୁଃଖଦ ଘଟଣା..ସାପ କାମୁଡାରେ ବାପା, ଝିଅ ମୃତ। ହରଭଙ୍ଗା : ସାପ କାମୁଡାରେ ବାପା, ଝିଅ ମୃତ। ଏଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ସଦର ମହକୁମା ହାଟପଦା ସାହିରେ।…