ନୂଆଦିଲ୍ଲୀର ୭୦ ବିଧାନସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା କରାଯାଇଛି। ଫେବୃୟାର ୫ତାରିଖରେ ଦିଲ୍ଲୀର ବିଧାନସଭା ନିର୍ବାଚନ ଗୋଟିଏ ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ୧୦ ଜାନୁୟାରୀରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଜାନୁୟାରୀ ୧୭ ତାରିଖ ନାମାଙ୍କନର ଅନ୍ତିମ ତାରିଖ ରଖାଯାଇଛି।
ଫେବୃୟାରୀ ୫ରେ ଦିଲ୍ଲୀ ନିର୍ବାଚନ,ଗଣତି ୮ରେ
