ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ପରିସରରେ ବିରୋଧ

ଆଜିଠାରୁ ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ। ହୋଇପାରେ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଉପସ୍ଥାପନ। ଖର୍ଚ୍ଚ ଦାବି ନେଇ ହେବ ଆଲୋଚନା। ଏପ୍ରିଲ୍ ୫ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ୍ ଅଧିବେଶନ।

ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ପରିସରରେ ବିରୋଧ
-ନାରୀ ଅସୁରକ୍ଷିତ ଅଭିଯୋଗରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ
-ବିଧାନସଭା ପରିସର ଗାନ୍ଧି ମୂର୍ତ୍ତି ତଳେ କଂଗ୍ରେସର ଧାରଣା

Leave a Reply

Your email address will not be published. Required fields are marked *