ବଡ଼ ଖବର || ଓଡ଼ିଶା ପାଇଁ ୩ ରେଳପ୍ରକଳ୍ପ

୮ଟି ବଡ଼ ରେଳ ପ୍ରକଳ୍ପକୁ କ୍ୟାବିନେଟରେ ପ୍ରଧାନମନ୍ତ୍ରୀଙ୍କ ମଞ୍ଜୁରୀ
-ପ୍ରେସମିଟ୍‌ରେ ସୂଚନା ଦେଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ
-‘୮ଟିରୁ ୩ଟି ପ୍ରକଳ୍ପ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ପାଇଁ ଉଦ୍ଦିଷ୍ଟ’
-ଗୁଣପୁର-ଥିରୁବାଲି ୭୩ କିମି ନୂଆ ରେଳ ଲାଇନ୍
-ଜୁନାଗଡ଼-ନବରଙ୍ଗପୁର ୧୧୬ କିମି ନୂଆ ରେଳ ଲାଇନ୍
-ମାଲକାନଗିରି-ପାଣ୍ଡୁରଙ୍ଗପୁରମ ୧୭୩ କିମି ନୂଆ ରେଳ ଲାଇନ୍ ହେବ
-‘ଆକାଂକ୍ଷୀ ଜିଲ୍ଲା, ଆଦିବାସୀ ବହୁଳ ଅଞ୍ଚଳ ପାଇଁ ଏହା ବିକାଶର ମାଧ୍ୟମ ପାଲଟିବ’
-‘ପଶ୍ଚିମ ଓଡ଼ିଶାରୁ ଦକ୍ଷିଣ ଓଡ଼ିଶା ସହ ଆଗକୁ ଆନ୍ଧ୍ର ଓ ତେଲେଙ୍ଗାନାକୁ ଯୋଡ଼ିବ’

Leave a Reply

Your email address will not be published. Required fields are marked *