/sambad/media/agency_attachments/2024-07-24t043029592z-sambad-original.webp)
- ଦେଶ- ବିଦେଶ
- ଇସ୍ରାଏଲ୍-ହମାସ୍ ଯୁଦ୍ଧ
- ରାଜ୍ୟ
- ଜିଲ୍ଲା
- ମହାନଗର
- ଖେଳ
- ଅର୍ଥନୀତି
- ରାଜନୀତି
- ମନୋରଞ୍ଜନ
- ବିଶେଷ
- ଅପରାଧ
- ଜୀବନଚର୍ଯ୍ୟା
- ରାଶିଫଳ
- ସମ୍ପାଦକୀୟ
- ପୁନଶ୍ଚ ପୃଥିବୀ
ପୁଅଙ୍କୁ ବାପାଙ୍କ ଆକ୍ରମଣ, ଗୁରୁତର ଅବସ୍ଥାରେ ପୁଅ ଭିମସାରରେ ଭର୍ତ୍ତି
ବାପା ରାଜେନ୍ଦ୍ର ଲୋଇ(୫୦) ଓ ପୁଅ ମନୋଜ ଲୋଇଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହା ତୀବ୍ର ରୂପ ନେଇଥିଲା। ଉତକ୍ଷିପ୍ତ ହୋଇ ବାପା ରାଜେନ୍ଦ୍ର ଲୋଇ ପୁଅ ମନୋଜଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଫଳରେ ପୁଅ ଗୁରୁତର ହୋଇଥିଲା।
16 Feb 2025 15:03 IST
/sambad/media/media_files/2025/02/16/kLF8VmOsFMpzpx3eAEjT.jpg)
ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଘୁଙ୍ଗିନାଳୀ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଗତକାଲି ରାତିରେ କୌଣସି କଥାକୁ ନେଇ ବାପା ରାଜେନ୍ଦ୍ର ଲୋଇ(୫୦) ଓ ପୁଅ ମନୋଜ ଲୋଇଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହା ତୀବ୍ର ରୂପ ନେଇଥିଲା। ଉତକ୍ଷିପ୍ତ ହୋଇ ବାପା ରାଜେନ୍ଦ୍ର ଲୋଇ ପୁଅ ମନୋଜଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଫଳରେ ପୁଅ ଗୁରୁତର ହୋଇଥିଲା।
ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଘୁଙ୍ଗିନାଳୀ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଗତକାଲି ରାତିରେ କୌଣସି କଥାକୁ ନେଇ ବାପା ରାଜେନ୍ଦ୍ର ଲୋଇ(୫୦) ଓ ପୁଅ ମନୋଜ ଲୋଇଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହା ତୀବ୍ର ରୂପ ନେଇଥିଲା। ଉତକ୍ଷିପ୍ତ ହୋଇ ବାପା ରାଜେନ୍ଦ୍ର ଲୋଇ ପୁଅ ମନୋଜଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଫଳରେ ପୁଅ ଗୁରୁତର ହୋଇଥିଲା।ଏହାପରେ ପଡ଼ୋଶୀଙ୍କ ସହାୟତାରେ ରାଜେନ୍ଦ୍ର ଲୋଇ ପୁଅ ମନୋଜଙ୍କୁ ପ୍ରଥମେ ରେଢ଼ାଖୋଲ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ତାଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ସେଠାରୁ ମନୋଜଙ୍କୁ ବୁର୍ଲା ଭିମସାରକୁ ସ୍ଥାନାନ୍ତରିତ କରାଯାଇଛି।
ଏହାପରେ ପଡ଼ୋଶୀଙ୍କ ସହାୟତାରେ ରାଜେନ୍ଦ୍ର ଲୋଇ ପୁଅ ମନୋଜଙ୍କୁ ପ୍ରଥମେ ରେଢ଼ାଖୋଲ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ତାଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ସେଠାରୁ ମନୋଜଙ୍କୁ ବୁର୍ଲା ଭିମସାରକୁ ସ୍ଥାନାନ୍ତରିତ କରାଯାଇଛି। ତେବେ ଏଯାଏଥାନାରେ କୌଣସି ମାମଲା ରୁଜୁ ହୋଇନାହିଁ।