ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ମମତା ମହନ୍ତ
ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ମମତା !
ମୟୂରଭଞ୍ଜ କୁଡୁମୀ ସମ୍ପ୍ରଦାୟର ମମତା ମହନ୍ତ
ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ ମମତା
ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ତାରିଖ
ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ
ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ମମତା ମହନ୍ତ
