ନବୀନ ପଟ୍ଟନାୟକ ଭୀଷଣ ମିଛ କହୁଛନ୍ତି
ପାଣ୍ଡିଆନଙ୍କ କଥାରେ ମିଛ କହୁଛନ୍ତି ନବୀନ
ଦଳରେ କ’ଣ ଅଛି ଯେ, ଦଳ ଗଢ଼ିବେ
ବିଜେଡି ଦଳରେ ଏବେ ଷଡ଼ଯନ୍ତ୍ର ଚାଲିଛି’
ମୋ ବିରୋଧରେ ବି ପାଣ୍ଡିଆନ ଷଡ଼ଯନ୍ତ୍ର କରିଥିଲେ
ନେତାଙ୍କୁ ତାଗିଦ୍ କରିବାର ଅଧିକାର କାହାର ନାହିଁ
ପାଣ୍ଡିଆନଙ୍କ ଯୋଗୁଁ ଦଳ ହାରିଛି, ବାରମ୍ବାର କହିବାକୁ ଚାହୁଁନି’
ବିଜେପି ନେତା ପ୍ରସନ୍ନ କୁମାର ପାଟ୍ଟଶାଣୀଙ୍କ ବଡ଼ ବୟାନ
