ବେଙ୍ଗାଲୁରୁ ଚିନ୍ନାସ୍ବାମୀ ଷ୍ଟାଡିୟମ୍‌ ବାହାରେ ଦଳାଚକଟା ଘଟଣା ରେ ବେଙ୍ଗାଲୁରୁ ପୋଲିସ ଆକ୍ସନ।

ବେଙ୍ଗାଲୁରୁ ଚିନ୍ନାସ୍ବାମୀ ଷ୍ଟାଡିୟମ୍‌ ବାହାରେ ଦଳାଚକଟା ଘଟଣା
RCB ମାର୍କେଟିଂ ହେଡ୍‌ ନିଖିଲ ସୋସଲେ ଗିରଫ
ଏୟାରପୋର୍ଟରୁ ଗିରଫ କଲା ବେଙ୍ଗାଲୁରୁ ପୋଲିସ
ମୁମ୍ବାଇ ପଳାଇବାକୁ ଉଦ୍ୟମ କରୁଥିବା ବେଳେ ଗିରଫ
ଅନ୍ୟ ୩ ଜଣଙ୍କୁ ମଧ୍ୟ ଅଟକ ରଖି ପୋଲିସର ପଚରାଉଚରା

Leave a Reply

Your email address will not be published. Required fields are marked *