ଭାରତୀୟ ସ୍ପିନର ଜାଲରେ ଫସିଗଲେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ୍ ।

ଦୁବାଇ ଇଣ୍ଟର ନ୍ୟାସନାଲ ଷ୍ଟାଡିୟମରେ ଚାଲିଛି ହାଇଭୋଲଟେଜ୍ ମ୍ୟାଚ । ଆଜିର ଏହି ଫାଇନାଲ ମ୍ୟାଚ୍‌ରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ । କିନ୍ତୁ ଭାରତୀୟ ସ୍ପିନର ଜାଲରେ ଫସିଗଲେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ୍ । ନିର୍ଦ୍ଧାରିତ ୫୦ ଓଭରରେ ୭ ୱିକେଟ ବିନିମୟରେ ମାତ୍ର ୨୫୧ ରନ୍‌ କରିଥିଲା ନ୍ୟୁଜିଲାଣ୍ଡ । ଯାହାଫଳରେ ଏହି ମ୍ୟାଚ୍‌ରେ ବିଜୟ ସହ ଚମ୍ପିଆନ୍ସ ଟ୍ରଫି ହାତେଇବାକୁ ଭାରତକୁ ୫୦ ଓଭରରେ ୨୫୨ ରନ୍‌ ଆବଶ୍ୟକ ।

Leave a Reply

Your email address will not be published. Required fields are marked *