ଭିଜିଲାନ୍ସ ଜାଲରେ କଟକ ଆଠଗଡ଼ ବିଡିଓ
-ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ
-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍
-ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ରେ ରେଡ୍
-ଏକକାଳୀନ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍
ଭିଜିଲାନ୍ସ ଜାଲରେ କଟକ ଆଠଗଡ଼ ବିଡିଓ#BreakingNews
