ମନ୍ତ୍ରୀ ସୁରେଶ ପୂଜାରୀ ଓ କୃଷ୍ଣଚନ୍ଦ୍ର ମହାପାତ୍ର ଙ୍କ କାର କୁ ଢେଲା ମାଡ଼।

ଢେଲା ମାଡ଼ରେ ମନ୍ତ୍ରୀଙ୍କୁ ଛାଡି ଫେରୁଥିବା କାର କାରକେଡର କାଚ ଭାଙ୍ଗିଲା। ମୟୂରଭଞ୍ଜ ବାଙ୍ଗିରିପୋଷିକୁ ଯାଇଥିବା ଦୁଇ ମନ୍ତ୍ରୀଙ୍କୁ ବିରୋଧ। ବର୍ଷା କ୍ଷୟକ୍ଷତି ଆକଳନ ପାଇଁ ମୟୂରଭଞ୍ଜ ବାଙ୍ଗିରିପୋଷି ଯାଇଥିଲେ ମନ୍ତ୍ରୀ ସୁରେଶ ପୂଜାରୀ ଓ କୃଷ୍ଣଚନ୍ଦ୍ର ମହାପାତ୍ର।

Leave a Reply

Your email address will not be published. Required fields are marked *