ମହିଳା ନିର୍ଯାତନା ନେଇ ସରକାରଙ୍କୁ ଟାର୍ଗେଟ କଲେ ବରିଷ୍ଠ ବିଜେଡି ନେତା।

ଭୁବନେଶ୍ବର: ରାଜ୍ୟରେ ସରକାର ସ୍ଥାଣୁ ପାଲଟି ଯାଇଛନ୍ତି। ସାମ୍ବିଧାନିକ ପଦବୀ ଖାଲି ପଡ଼ିଛି। ମହିଳା ନିର୍ଯାତନା ଶୀର୍ଷରେ ଥିବା ବେଳେ ମହିଳା କମିସନ ପଦବୀ ଖାଲି। ନ୍ୟାୟ ପାଇଁ ମହିଳାମାନେ କୁଆଡେ ଯିବେ। ଯଦି ସରକାର ମହିଳା କମିସନ ନିଯୁକ୍ତି ଦେବେ ନାହିଁ, ତେବେ ରାଜନୈତିକ ଉଦ୍ଦେଶ୍ୟ ରଖି କାହିଁକି ମହିଳା କମିସନକୁ ବିଦା କଲେ ବୋଲି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ।

Leave a Reply

Your email address will not be published. Required fields are marked *