ଇଣ୍ଡିଆନ୍ ପ୍ରିମିୟର ଲିଗ୍ ଆଇପିଏଲ୍ ୧୮ତମ ସଂସ୍କରଣର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆଇପିଏଲ୍ ୨୦୨୫ର ପ୍ରଥମ ମ୍ୟାଚ୍ ମାର୍ଚ୍ଚ ୨୨ରେ କୋଲକାତା ନାଇଟ୍ ରାଇଡର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ କୋଲକାତାର ଇଡେନ୍ ଗାର୍ଡେନ୍ସରେ ଖେଳାଯିବ। ମାର୍ଚ୍ଚ ୨୫ରେ ଆଇପିଏଲ୍ ୨୦୨୫ର ଫାଇନାଲ୍ ଖେଳାଯିବ।
ଆଇପିଏଲ୍ ୨୦୨୫ର ପ୍ରଥମ ମ୍ୟାଚ୍ ମାର୍ଚ୍ଚ ୨୨ରେ କୋଲକାତା ନାଇଟ୍ ରାଇଡର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ କୋଲକାତାର ଇଡେନ୍ ଗାର୍ଡେନ୍ସରେ ଖେଳାଯିବ।