ପୂର୍ବତନ ପୋଲିସ୍ ଡିଜି ପ୍ରକାଶ ମିଶ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ। ସେ ମୁଖ୍ୟମନ୍ତ୍ରୀ ମୋହନ ଚନ୍ଦ୍ର ମାଝୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତାହେଲେ ପ୍ରକାଶ ମିଶ୍ର
