କଟକ: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ
ବାରଙ୍ଗ ଷଣ୍ଢପୁର ନିକଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ
ରାସ୍ତାରେ ଏକ ଟ୍ରକ୍ ସହ ଧକ୍କା ହେବା ପରେ ଦୁର୍ଘଟଣା
ଦୁର୍ଘଟଣାରେ କାହାରି କୌଣସି କ୍ଷତି ହୋଇନଥିବା ସୂଚନା
ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ
