ରାଜ୍ୟପାଳଙ୍କୁ ଆର୍ଥିକ ବର୍ଷ ୨୦୨୫-୨୬ର ବଜେଟ୍ କପି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ରାଜ୍ୟପାଳଙ୍କୁ ଆର୍ଥିକ ବର୍ଷ ୨୦୨୫-୨୬ର ବଜେଟ୍ କପି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଉ କିଛି ସମୟ ପରେ ବିଧାନସଭା ପରିସରରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ଏବଂ ଆଗାମୀ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିବେ ।

Leave a Reply

Your email address will not be published. Required fields are marked *