ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଗୃହମନ୍ତ୍ରୀ ଅମିତ ଶାହ, ହୋଇପାରେ ବଡ଼ ଆକ୍ସନ।

ରାଷ୍ଟ୍ରପତି ଭବନରେ ମହାମହିମ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା
-ରାଷ୍ଟ୍ରପତିଙ୍କୁ ଭେଟିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର
-ସର୍ବଦଳୀୟ ବୈଠକ ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ
-ରାଷ୍ଟ୍ରପତିଙ୍କୁ ଭେଟି ପହଲଗାମ୍ ହମଲା ବାବଦରେ ଅବଗତ କଲେ

Leave a Reply

Your email address will not be published. Required fields are marked *