ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ସୌଜନ୍ୟମୂଳକ ସାକ୍ଷାତ ଥିବା ଏକ୍ସରେ ସୂଚନା ଦେଲେ ମୋହନ ମାଝୀ
କେନ୍ଦ୍ର-ରାଜ୍ୟ ସମନ୍ୱୟରେ ଓଡ଼ିଶାର ବିକାଶକୁ ତ୍ୱାରାନ୍ୱିତ କରିବା ଉପରେ ଆଲୋଚନା
ରାଷ୍ଟ୍ରପତିଙ୍କୁ ଓଡ଼ିଶା ଭିଜନ ୨୦୩୬, ୨୦୪୭ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
