accident ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା ବସ୍ Sukanta NayakJanuary 9, 2025 କଳାହାଣ୍ଡି ଜୁନାଗଡ଼ ନିକଟରେ ଜଳିଗଲା ବସ୍ବଲଦିଆମାଲ ଛକରେ ଜଳିଗଲା ଘରୋଇ ବସ୍ !ନିଆଁ ଲାଗିବା ପୂର୍ବରୁ ସମସ୍ତ ଯାତ୍ରୀ ଉଦ୍ଧାର ହେଲେସ୍ଥାନୀୟ ଲୋକଙ୍କ ଉଦ୍ୟମରେ ସବୁ ଯାତ୍ରୀ ଉଦ୍ଧାର‘ଗୌରବ’ ବସ୍ ଜୟପୁରରୁ ରାଉରକେଲା ଯାଉଥିଲା
ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଦଳାଚକଟା ପଛର କାରଣ କଣ? ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପ୍ରତି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ସମବେଦନା ପ୍ରକାଶ କରିଛନ୍ତି ଏବଂ ଏହି ମାମଲାରେ…
ଦୁଖଃଦ ଖବର!ଦେବଝରଣ ଜଳପ୍ରପାତକୁ ବୁଲିବାକୁ ଆସି ବୁଡିଗଲେ ୨ ଛାତ୍ରଛାତ୍ରୀ। ସୂଚନା ଅନୁସାରେ ଆଜି ପୂର୍ବାହ୍ଣରେ ବୁର୍ଲାସ୍ଥିତ ଭୀମସାରର ୬ ଜଣ ଛାତ୍ରଛାତ୍ରୀ ଯୁଯୁମୁରା ଥାନା ଅଧୀନ ଦେବଝରଣ ଜଳପ୍ରପାତକୁ ବୁଲିବାକୁ ଆସିଥିଲେ। ପ୍ରାକୃତିକ ପରିବେଶ ମଧ୍ୟରେ କୁଳୁକୁଳୁ…
ଭୁବନ ଟ୍ରେନ ଲାଇନ ରେ ଜଣେ ମୃତ | ଢେଙ୍କାନାଳ05/12/2023;ଭୁବନ ଟ୍ରେନ ଲାଇନ ରେ ଜଣେ ମୃତ | ମୃତକ ଜଣକ କୁନିନ୍ଦା ପାଟଣା ର ରବି ଦେହୁରୀ (33)ବୋଲି ଜଣା ପଡିଛି | ତାଙ୍କ ପରିବାର…