ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦୁର୍ଲ୍ଲଭ ସୁନାବେଶ
- ଦ୍ୱାରପାଳ ପୂଜା ପରେ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଦର୍ଶନ ଦେବେ ଦାରୁଦିଅଁ
- ପରେ ମଣି ବିମାନରେ ଦୋଳବେଦୀକୁ ବିଜେ କରିବେ ତିନି ଠାକୁରଙ୍କ ଚଳନ୍ତି ପ୍ରତିମା
- ଭିଡ଼ ନିୟନ୍ତ୍ରଶ ନେଇ ଶୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟବସ୍ଥା