ପାଣିପାଗ ସୂଚନା ସକାଳ ୯ଟାରେ ହୀରାକୁଦ ଡ୍ୟାମ୍ ଛୁଇଁଲା ସର୍ବୋଚ୍ଚ କ୍ଷମତା Sukanta NayakSeptember 21, 2024 ସମ୍ବଲପୁର: ସକାଳ ୯ଟାରେ ହୀରାକୁଦ ଡ୍ୟାମ୍ ଛୁଇଁଲା ସର୍ବୋଚ୍ଚ କ୍ଷମତାହୀରାକୁଦ ଡ୍ୟାମ୍ର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ୍ଜଳଭଣ୍ଡାରକୁ ସେକେଣ୍ଡକୁ ପ୍ରବେଶ କରୁଛି ୫୬, ୩୯୨ ଘନ ଫୁଟ୍ ଜଳ
୪ ଦିନ ପ୍ରବଳ ବର୍ଷା, ଏହି ସ୍ଥାନ ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି.. ଭୁବନେଶ୍ୱର, ୨୭/୦୭: ଆସୁଛି ପୁଣି ଏକ ଲଘୁଚାପ l ଆସନ୍ତା ଚାରି ଦିନ ପ୍ରବଳ ବର୍ଷିବ l ଭିଜିବ ଓଡିଶା l ଆଗାମୀ ଚାରି ଦିନ ପାଇଁ…
ବାତ୍ୟା ମିଗ୍ଜୋମ୍ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରିରହିଛି | ଭୁବନେଶ୍ୱର,୬।୧୨(ଫୋକସ ପ୍ଲସ); ବାତ୍ୟା ମିଗ୍ଜୋମ୍ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବାରେ ଲାଗିଛି ଏବଂ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ କିଛି…
ଆସୁଛି ବାତ୍ୟା ମନ୍ଥା ସ୍ପଷ୍ଟ ହେଲା ବାତ୍ୟା ‘ମନ୍ଥା’ର ଗତିପଥ। ୨୮ ତାରିଖ ମଙ୍ଗଳବାର ସଂଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ…