ବଢୁଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର । ସମୁଦାୟ ୧୬ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସିତ । ହୀରାକୁଦ ଜଳଭଣ୍ଡାରକୁ ଇନଫ୍ଲୋ ବଢିବାରେ ଲାଗିଥିବାବେଳେ ଆଜି ପର୍ଯ୍ୟାୟକ୍ରମେ ୧୬ଟି ଗେଟ୍ ଖୋଲିଛନ୍ତି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ।ଉପର ମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ଆଜି ବୃଦ୍ଧି ପାଇଥିଲା ଜଳ ସ୍ତର।
ସମୁଦାୟ ୧୬ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସିତ ।
