ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅତି କଠୋର ପଦକ୍ଷେପ ଗ୍ରହଣ କରିଛି । ଦୁଇ ଦେଶ ମଧ୍ୟରେ ନେହେରୁ ସରକାରଙ୍କ ସମୟରେ ସ୍ବାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଏହା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ କରିଦିଆଯାଇଛି ।
ପହଲଗାମ୍ ନରସଂହାରକୁ ନେଇ ବୈଦେଶିକ ମନ୍ତ୍ରାଳୟର ବଡ଼ ଘୋଷଣା ଅଟାରୀ-ୱାଘା ସୀମା ବନ୍ଦ ଘୋଷଣା କଲା ଭାରତ
ସପ୍ତାହେ ମଧ୍ୟରେ ପାକିସ୍ତାନ ନାଗରିକ ଭାରତ ଛାଡ଼ିବାକୁ ନିର୍ଦ୍ଦେଶ
ପାକିସ୍ତାନ ସହ ସିନ୍ଧୁ ନଦୀ ଚୁକ୍ତି ବାତିଲ
ଦୂତାବାସ କର୍ମଚାରୀ ସଂଖ୍ୟା ୩୦କୁ ହ୍ରାସ ନିଷ୍ପତ୍ତି
କୌଣସି ପାକିସ୍ତାନୀ ନାଗରିକଙ୍କୁ ଭାରତୀୟ ଭିସା ମନା