ଚଳିତ ମାସ ୨୨ ତାରିଖରେ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ପ୍ରକଳ୍ପର ଗ୍ରାଉଣ୍ଡ ବ୍ରେକିଂ ଓ ଉଦଘାଟନ କରାଯିବ। ଯାଜପୁର ଜିଲ୍ଲାରେ ୧୨ ପ୍ରକଳ୍ପର ଶିଳାନ୍ୟାସ ଓ ୪ ପ୍ରକଳ୍ପ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । କେବଳ ଟାଟାର ୬୩ ହଜାର କୋଟି ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ କରାଯିବ। ଏହାଦ୍ବାରା ୩୪ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ଵାଇଁଙ୍କ ସୂଚନା ।
୩୪ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ:ଶିଳ୍ପ ମନ୍ତ୍ରୀ
