କ୍ୟାବିନେଟ୍ ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ
ସଂଗ୍ରାହଳୟଗୁଡ଼ିକର ସୁପରିଚାଳନା ପାଇଁ ହେବ ନିର୍ଦ୍ଦେଶାଳୟ
ସମବାୟ ବିଭାଗ ପକ୍ଷରୁ ୩୮ଟି ମଣ୍ଡିକୁ ମଡେଲ ମଣ୍ଡି କରାଯିବ
ଆଉ ୮ଟି ସରକାରୀ ନର୍ସିଂ କଲେଜ ପ୍ରତିଷ୍ଠା ହେବ
ଓଡ଼ିଶା ନର୍ସିଂ ଏଜୁକେସନ ସର୍ଭିସ୍ ରୁଲ୍ ୨୦୨୫କୁ ମଧ୍ୟ ମଞ୍ଜୁରୀ
ସମ୍ବଲପୁରରେ ୨୪ ଘଣ୍ଟିଆ ପାଣି ପ୍ରକଳ୍ପକୁ ଅନୁମୋଦନ
୧୧୦ଟି ସହରାଞ୍ଚଳରେ LED ସାର୍ବଜନୀନ ଷ୍ଟ୍ରିଟ୍ ଲାଇଟକୁ ମଞ୍ଜୁରୀ
LED ସାର୍ବଜନୀନ ଷ୍ଟ୍ରିଟ୍ ଲାଇଟ ପାଇଁ ବ୍ୟୟ ହେବ ୩୫୦.୦୪ କୋଟି
ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିଶ୍ବସ୍ତରୀୟ MRO ସୁବିଧାକୁ ଅନୁମୋଦନ
୭ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍ରେ ଅନୁମୋଦନ।
