Breaking newsଅପରାଧ ଜୁନିଅର ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ Sukanta NayakNovember 27, 2024 କେନ୍ଦୁଝର: ଜୁନିଅର ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ରେଡ୍ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍ଭୁବନେଶ୍ବର, କେନ୍ଦୁଝର, ଯାଜପୁର ସମେତ ୭ଟି ସ୍ଥାନରେ ରେଡ୍
ସପିଙ୍ଗ ମଲରେ କାମକରି ସ୍ୱାମୀଙ୍କୁ ପୋଷୁଥିବା ମହିଳାଙ୍କୁ ନିଜେ ସ୍ୱାମୀ ହତ୍ୟାକରିଥିବା ଅଭିଯୋଗ ସପିଙ୍ଗ ମଲରେ କାମକରି ସ୍ୱାମୀଙ୍କୁ ପୋଷୁଥିବା ମହିଳାଙ୍କୁ ନିଜେ ସ୍ୱାମୀ ହତ୍ୟାକରିଥିବା ଅଭିଯୋଗ।ମହିଳାଙ୍କୁ ବାପଘରୁ ଅଧିକ ଯୌତୁକ ଦାବିରେ ହତ୍ୟା କରି ଆତ୍ମହତ୍ୟାର ରୁପଦେବାକୁ ଉଦ୍ୟମ କରି…
ଚିପ୍ସ ପ୍ୟାକେଟ ହେଲା କାଳ କନ୍ଧମାଳ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଶିକରମାହା ଗ୍ରାମ ନିକଟ ମୁସୁମାହାପଡାର ରଞ୍ଜିତ ପ୍ରଧାନଙ୍କ ୪ ବର୍ଷର ପୁଅ ବିଗିଲ ପ୍ରଧାନ । ଚିପ୍ସ ପ୍ୟାକେଟ୍ ଭିତରେ…
ବୋମା ମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ I ଯାଜପୁର ଜିଲ୍ଲା ବିଂଝାରପୁର ଥାନା ମନେଇ ବାଲି ଘାଟ ବୋମା ମାଡ଼ ଘଟଣା ରେ ବିଂଝାରପୁର ପୋଲିସ ମୁଖ୍ୟ ଅଭିଯୁକ୍ତ ଗିରିଧାରୀ ମଲିକ ଓରଫ (ଟେରା)ଓ ତାହାର…