ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ‘ମହାଦୀପ’

ଫେବ୍ରୁଆରି  ୨୬ ତାରିଖରେ ହେବାକୁ ଥିବା ମହାଶିବରାତ୍ରି ଦିନ ରାତି ୧୦ଟାରେ ପ୍ରଭୁ ଲିଙ୍ଗରାଜଙ୍କ ‘ମହାଦୀପ’ ମନ୍ଦିରର ମୁକୁଟର ଦଧିନୌତି ଉପରେ ସ୍ଥାପନ କରାଯିବ। ସୋମବାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏହା ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *