ଆୟୁଷ୍ମାନ ଭାରତକୁ କ୍ୟାବିନେଟ ମଞ୍ଜୁରୀ,୭ ବିଭାଗର ୧୦ ପ୍ରସ୍ତାବକୁ ମଞ୍ଜୁରୀ

ରାଜ୍ୟ କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବକୁ ମଞ୍ଜୁରୀ
ଗୃହରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ
ରାଜ୍ୟରେ ୩ କୋଟି ୪୬ ଲକ୍ଷ ଲୋକ ହେବେ ଉପକୃତ
୭୦ ବର୍ଷର ଅଧିକଙ୍କ ଲାଗି ‘ଆୟୁଷ୍ମାନ ବାୟୋ ବନ୍ଧନ’କୁ ମଞ୍ଜୁରୀ
ରାଜ୍ୟ ସଡ଼କ ନୀତିକୁ କ୍ୟାବିନେଟରେ ଅନୁମୋଦନ
ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧିତ

Leave a Reply

Your email address will not be published. Required fields are marked *