accident ବଜ୍ରପାତରେ ଦଶମ ଶ୍ରେଣୀ ଛାତ୍ର ମୃତ Sukanta NayakMarch 22, 2025 ଗଞ୍ଜାମ: ବଜ୍ରପାତରେ ଦଶମ ଶ୍ରେଣୀ ଛାତ୍ର ମୃତମୃତକ ହେଲେ ନାରାୟଣପୁରର ରାଜେଶ କୁମାର ଗୌଡ଼ବମକେଇରୁ ନାରାୟଣପୁର ଫେରୁଥିବା ବେଳେ ବଜ୍ରପାତଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ ରାଜେଶ..ଏ ଘଟଣାଟି ଘଟିବା ପରେ ଅଞ୍ଚଳରେ ସକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।
କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ କୋଇଲା ଖଣିରେ ଘଟିଛି ଭୟଙ୍କର ବିସ୍ଫୋରଣ। ବିସ୍ଫୋରଣର ମାତ୍ରା ଏତେ ଭୟଙ୍କର ଥିଲା ଯେ ପାଖାପାଖି ୫୧ ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୨୦…
ଟ୍ରକ ଚାପାରେ ଜଣେ ମୃତ, ଜଣେ ଗୁରୁତର ଅନୁଗୁଳ ୫୫ନଂ NHର ପ୍ରଶାନ୍ତି ହୋଟେଲ ନିକଟରେ ଦୁର୍ଘଟଣାମୃତକ ଜଗତସିଂହପୁରର ବିକ୍ରମ ରାଉତରାୟପ୍ରତିବାଦରରେ ସ୍ଥାନୀୟ ଲୋକଙ୍କ ଜାତୀୟ ରାଜପଥ ଅବରୋଧ
ଭାରସାମ୍ୟ ହରାଇ ଓଲଟିଲା ଯାତ୍ରା ପାର୍ଟି ଗାଡ଼ି! କରଞ୍ଜିଆ: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରା ପାର୍ଟି ଗାଡ଼ି, ୪ ଗୁରୁତର