ବିଜେଡିର ପରାଜୟ ନେଇ ସୋସିଆଲ୍ ମିଡିଆରେ ଦେବାଶିଷଙ୍କ ପ୍ରତିକ୍ରିୟା
‘ଓଡ଼ିଆ ଅସ୍ମିତା’ ପାଇଁ ବିଜେଡି ହାରିଲା ଲେଖି ପୋଷ୍ଟ କଲେ
‘ଆମେ ଜଗନ୍ନାଥ ପ୍ରଦେଶର ଲୋକ, ଅସ୍ମିତା ରକ୍ଷା ଆମର ମୂଳ ଲକ୍ଷ୍ୟ’
ବିଜେଡିରେ ଯୋଗଦେଇ ପଦ ପାଇଥିବା କିଛି ନୂତନ ନେତାଙ୍କୁ କଟାକ୍ଷ କଲେ
‘ସେମାନେ ନା ଏ ଦଳର ଇତିହାସ ଜାଣିଛନ୍ତି, ନା ନବୀନ ବାବୁଙ୍କ…
ନା ବିଜୁ ବାବୁଙ୍କ ଆଦର୍ଶ ଜାଣିଛନ୍ତି- ଦେବାଶିଷ ସାମନ୍ତରାୟ
‘ସେମାନେ ଆଉ କାହାର ଇଶାରାରେ ପରିଚାଳିତ’
‘ସ୍ବାଭିମାନ ନଥିବା ସ୍ବାର୍ଥବାଦୀଙ୍କ ସମ୍ପର୍କରେ ଏତିକି କୁହାଯାଇପାରେ
ନା ସେମାନେ ଦଳର ନା ଓଡ଼ିଶାର, ନା ନବୀନ ପଟ୍ଟନାୟକଙ୍କର’
ଓଡ଼ିଆ ଅସ୍ମିତା ପାଇଁ ବିଜେଡି ହାରିଲା’, କାହାକୁ ଇଣ୍ଡିକେଟ କରି କହିଲେ ଦେବାଶିଷ?
