୧୬ରୁ +୩ ନାମଲେଖା ଆବେଦନ

ଭୁବନେଶ୍ୱର: ଏପ୍ରିଲ ୧୬ରୁ +୩ ନାମଲେଖା ଆବେଦନ
NEP-୨୦୨୦ ଆଧାରରେ ହେବ ୨୦୨୫-୨୬ ପାଇଁ ନାମଲେଖା
ଛାତ୍ରଛାତ୍ରୀ SAM ପୋର୍ଟାଲରେ ମାଧ୍ୟମରେ ଆବେଦନ କରିପାରିବେ
ଜୁଲାଇ ୧୦ ତାରିଖ ସୁଦ୍ଧା ଆରମ୍ଭ ହେବ ପାଠ୍ୟକ୍ରମ

Leave a Reply

Your email address will not be published. Required fields are marked *