ଘଟଗାଁ ତାରିଣୀ ମନ୍ଦିର ପାଇଁ ୨୧୫ କୋଟି । ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂବବର୍ଷରେ ଆଜି ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ଘଟଗାଁ ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଡିପିଆର୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମନ୍ଦିରର ସମ୍ପୂର୍ଣ୍ଣ ବିକାଶ ସହ ଆନୁସଙ୍ଗିକ ବିକାଶ ପାଇଁ ଡିପିଆର୍ ପ୍ରସ୍ତୁତ ହେବ । ଏହି ପ୍ରକଳ୍ପ କାମ ଖୁବଶୀଘ୍ର ଆରମ୍ଭ ହେବ ବୋଲି ସେ ସୂଚନା ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା।…..
